କେନାଲରେ ପଡି ଗୟଳ ମଲା
ଅନୁଗୁଳ: ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ମାଧପୁର ରେଞ୍ଜ ଜଙ୍ଗଲରୁ ଏକ ବୟଷ୍କ ଗୟଳ ପାଣି ପିଇବାକୁ ବାହାରି ଆସି ସାମନାରେ ଥିବା ନୂଆଗାଁ-ସୋରିସପଙ୍କ ମାଞ୍ଜୋର୍ କେନାଲରେ ପଡି ଯାଇଥିଲା। ଖବର ପାଇ ଗ୍ରାମବାସୀ ଜଙ୍ଗଲ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ…
ଅନୁଗୁଳ: ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ମାଧପୁର ରେଞ୍ଜ ଜଙ୍ଗଲରୁ ଏକ ବୟଷ୍କ ଗୟଳ ପାଣି ପିଇବାକୁ ବାହାରି ଆସି ସାମନାରେ ଥିବା ନୂଆଗାଁ-ସୋରିସପଙ୍କ ମାଞ୍ଜୋର୍ କେନାଲରେ ପଡି ଯାଇଥିଲା। ଖବର ପାଇ ଗ୍ରାମବାସୀ ଜଙ୍ଗଲ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ…
ଅନୁଗୁଳ: କେନ୍ଦ୍ର ସରକାରଙ୍କ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ବିଲ୍କୁ କଂଗ୍ରେସ ଓ ଇଣ୍ଡି ମେଣ୍ଟ ବିରୋଧ କରିବା ପ୍ରତିବାଦରେ ଆଜି ଅନୁଗୁଳ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏକ ବିଶାଳ ‘ଜନ ଆକ୍ରୋଶ ସମାବେଶ’ ଅନୁଷ୍ଠିତ ହୋଇଛି। ସ୍ଥାନୀୟ…
ଅନୁଗୁଳ: ସ୍ଥାନୀୟ ଶାନ୍ତି ମନ୍ଦିର ପରିସରରେ ବାଜି ରାଉତ ଛାତ୍ରାବାସ ପୁରାତନ ଛାତ୍ର ସଂସଦର ନୂତନ କର୍ମକର୍ତ୍ତା ଚୟନ ଉତ୍ସବ ଅନୁଷ୍ଠିତ ହୋଇଛି। କୃଷ୍ଣା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରାବାସ ସଭାପତି ଅନ୍ତର୍ଯ୍ୟାମୀ ବରାଳ ମୁଖ୍ୟ ଅତିଥି ଭାବେ…
ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ରେଞ୍ଜ ଅନ୍ତର୍ଗତ ବଡ଼କାଠିଆ ସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀ ଶିକାର ଅଭିଯୋଗରେ ବନ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ରବିବାର ଭୋର ପ୍ରାୟ ୫ଟା ସମୟରେ କୁମୁଣ୍ଡା ବିଟ୍ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ବେଳେ ବନ…
ତାଳଚେର: ରାଜନୀତିର ବ୍ୟସ୍ତବହୁଳ ଜୀବନ ଭିତରେ ନିଜ ପୁରୁଣା ସ୍ମୃତିକୁ ସାଉଁଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନିଜର ଏକ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ଶ୍ରୀ ପ୍ରଧାନ ନିଜ ନିର୍ବାଚନ ମଣ୍ଡଳୀ ଗସ୍ତ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ 'ବଣ୍ଟନ ମେଳା' ଶନିବାର ଅନୁଷ୍ଠିତ ହୋଇଛି। ଏଥିରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୋଲିସର ଏହି ଜନକଲ୍ୟାଣକାରୀ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଛନ୍ତି।ଏହି ମେଳା ମାଧ୍ୟମରେ…
ଭୁବନେଶ୍ୱର: ସରକାରୀ ନିର୍ଦ୍ଦେଶକୁ ଅବମାନନା କରିବା ଅଭିଯୋଗରେ ଆଠମଲ୍ଲିକ ଏନଏସି (NAC) ନିର୍ବାହୀ ଅଧିକାରୀଙ୍କୁ ରାଜ୍ୟ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦ୍ୱିତୀୟ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ପୁନର୍ବାସ ସହାୟତା ଯୋଜନାରେ ମନୋନୀତ ପ୍ରାର୍ଥୀ ରଶ୍ମି ରଞ୍ଜନ ସିଂଙ୍କୁ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ସଖୀ ସେଣ୍ଟରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମୃତ୍ୟୁର କିଛି ଘଣ୍ଟା ପରେ ଜଣେ ନାବାଳିକା ଶୌଚାଳୟ ଭିତରେ ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ନାବାଳିକା ଜଣକ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଗୋପାଳପ୍ରସାଦସ୍ଥିତ ମା' ହିଙ୍ଗୁଳା ପୀଠ ପରିଷଦ ଉନ୍ନୟନ ପରିଷଦ ପକ୍ଷରୁ ପ୍ରକାଶିତ ବାର୍ଷିକ ଆଧ୍ୟାତ୍ମିକ ପତ୍ରିକା ‘ମା ହିଙ୍ଗୁଳା’ ଲୋକାର୍ପିତ ହୋଇଛି। ସାଉଥବଲଣ୍ଡା ସାହିତ୍ୟ ଘର ପକ୍ଷରୁ ଆଇଏନ୍ଟିୟୁସି କାର୍ଯ୍ୟାଳୟ ପରିସରରେ ଆୟୋଜିତ ମହାବିଷୁବ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ କୃତିବାସପୁର ପଞ୍ଚାୟତର ବିକାଶ ପାଇଁ ବିଜେପି ପକ୍ଷରୁ ଦାବି ଜଣାଯାଇଛି। ଶକ୍ତି ପ୍ରମୁଖ ଲକ୍ଷ୍ମଣ କୁମାର ସାହୁଙ୍କ ନିର୍ଦ୍ଦେଶକ୍ରମେ ତ୍ରିନାଥ ଦେହୁରୀଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଭେଟିଥିଲେ।…