ବନ୍ତଳାରେ ଶାଳ କାଠ ସହ ଟାଟା ଏସି ଗାଡ଼ି ଜବତ
ବନ୍ତଳା: ଅନୁଗୁଳ ଜିଲ୍ଲା ବନ୍ତଳା ବନ ବିଭାଗ ଗୁରୁବାର ମଧ୍ୟାହ୍ନରେ ଚୋରା ଶାଳ କାଠ ବୋଝେଇ ଏକ ଟାଟା ଏସି ଗାଡ଼ି (OR 29A 0747) ଜବତ କରିଛି। ଅନୁଗୋଳ ବ୍ଲକର ଇଙ୍କରବନ୍ଧ ଗାଁ ନିକଟସ୍ଥ ବଉଳି ନାଳ ବ୍ରିଜ ପାଖରେ…
ବନ୍ତଳା: ଅନୁଗୁଳ ଜିଲ୍ଲା ବନ୍ତଳା ବନ ବିଭାଗ ଗୁରୁବାର ମଧ୍ୟାହ୍ନରେ ଚୋରା ଶାଳ କାଠ ବୋଝେଇ ଏକ ଟାଟା ଏସି ଗାଡ଼ି (OR 29A 0747) ଜବତ କରିଛି। ଅନୁଗୋଳ ବ୍ଲକର ଇଙ୍କରବନ୍ଧ ଗାଁ ନିକଟସ୍ଥ ବଉଳି ନାଳ ବ୍ରିଜ ପାଖରେ…
ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଅଧୀନ ଭରତପୁରରେ ଦିବାଲୋକରେ ଦୁଇ ଦୁର୍ବୃତ୍ତ ଏକ ବାଇକର ଡିକି ଭାଙ୍ଗି ୨ ଲକ୍ଷ ୫୦ ହଜାର ଟଙ୍କା ଲୁଟ କରି ଫେରାର ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚହଳ ସୃଷ୍ଟି କରିଛି। ଘଟଣା…
ଅନୁଗୁଳ: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୮ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଅନୁଗୁଳର ଗୋପବନ୍ଧୁ ପାର୍କଠାରେ ଛାତ୍ର ସଂଗଠନ (ଡି.ଏସ୍.ଓ.) ଓ ଯୁବ ସଂଗଠନ (ଡି.ୱାଇ.ଓ.) ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି। ଡି.ୱାଇ.ଓ. ସଂଗଠିକା ଜ୍ୟୋତ୍ସ୍ନା ସାମଲଙ୍କ ପରିଚାଳନାରେ କାର୍ଯ୍ୟକ୍ରମ ଆରମ୍ଭ…
ଆଠମଲ୍ଲିକ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକର ପୁରୁଣାମାନ୍ତ୍ରୀ ପଞ୍ଚାୟତର ମାଳିପଦର ଗ୍ରାମର ରଞ୍ଜନ ଖମାରୀ (୪୨) ବୁଧବାର ଅପରାହ୍ନରେ ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ଚାଷ ଜମିରେ ଘାସ ବାଛୁଥିବା ବେଳେ ଘଡ଼ଘଡ଼ି ସହ ବର୍ଷା ହେବାରୁ ବଜ୍ରାଘାତର ଶିକାର ହୋଇଥିଲେ। ଗ୍ରାମବାସୀ…
ଅନୁଗୁଳ: ବ୍ରହ୍ମପୁରର ବିଶିଷ୍ଟ ସମାଜସେବୀ ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା ଘଟଣାର ପ୍ରତିବାଦରେ ଅନୁଗୁଳ ବାର ଆସୋସିଏଶନ କଲମ ଛାଡ଼ ଆନ୍ଦୋଳନ, ଶୋକସଭା ଓ କୋର୍ଟ ସମ୍ମୁଖ ମୁଖ୍ୟ ରାସ୍ତା ଅବରୋଧ କରିଛି। ଓଡ଼ିଶା ରାଜ୍ୟ ବାର କାଉନସିଲର…
କଣିହାଁ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକର ରେଙ୍ଗାଳି ପ୍ରକଳ୍ପ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ନୂତନ ଶ୍ରେଣୀ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏମସିଏଲର ସାମାଜିକ ଦାୟିତ୍ଵ ପାଣ୍ଠିରୁ ୪୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ…
ଅନୁଗୁଳ: ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ପୁଣି ମହାବଳର ଗର୍ଜନ ଶୁଣିବାକୁ ମିଳିବ। ବାଘ ପାଇଁ ଜଙ୍ଗଲ ପ୍ରସ୍ତୁତ ହୋଇସାରିଛି ଏବଂ ସରକାରଙ୍କ ଅନୁମତି ମିଳିଲେ ବାହାର ରାଜ୍ୟରୁ ୧୨ଟି ବାଘ ଆଣି ଏଠାରେ ଛାଡ଼ିବାକୁ ବନ ବିଭାଗ ଯୋଜନା କରିଛି। ବର୍ତ୍ତମାନ…
ଅନୁଗୁଳ: ସ୍ଥାନୀୟ ନବ ଜୀବନ ମଣ୍ଡଳ ପରିସରରେ ଜିଲ୍ଲା ସାହିତ୍ୟ ସଂସଦର କାର୍ଯ୍ୟକାରୀ କମିଟିର ବୈଠକ ଆୟୋଜିତ ହୋଇ ଯାଇଛି।ପ୍ରାଧ୍ୟାପକ କୁମୁଦ ଚନ୍ଦ୍ର ଦାସଙ୍କ ପୌରହିତ୍ୟରେ ଆୟୋଜିତ ଏହି ବୈଠକରେ ସଂସଦର ସମ୍ପାଦକ ରାଧାକାନ୍ତ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଶୋଭାକର ସ୍ୱାଇଁଙ୍କୁ…
ଅନୁଗୁଳ: ମଙ୍ଗଳବାର ସନ୍ଧ୍ୟାରେ ବିଜୁ ମୈଦାନଠାରେ ୧୨ତମ ଅନୁଗୁଳ ମେଳା ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାର ଉଦଘାଟନ କରିଥିଲେ। ଲକ୍ଷ୍ମୀ ପୂଜା ଅବସରରେ ଆୟୋଜିତ ଏହି…
ଅନୁଗୁଳ: ଅନୁଗୁଳ ଲକ୍ଷ୍ମୀ ବଜାରରେ ୧୯୬୦ ମସିହାରେ ପ୍ରଥମଥର ପାଇଁ ସାର୍ବଜନୀନ ଲକ୍ଷ୍ମୀପୂଜା ଆରମ୍ଭ ହୋଇଥିଲା। ତହିଁ ପରବର୍ଷ ବଜାର ଛକରେ ଲକ୍ଷ୍ମୀପୂଜା ଆରମ୍ଭ ହେଲା। ତାପରେ କିଛି ବର୍ଷ ପରେ ବସ୍ ଷ୍ଟାଣ୍ଡ ପୂଜା କମିଟି ଏବଂ ଧୀରେ ଧୀରେ…