ବନ୍ତଳା ବଜାର ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲା ଜିଲ୍ଲା କଂଗ୍ରେସ
ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ବଜାରରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କୁ ସହାୟତା ପ୍ରଦାନ ଦାବିରେ ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଜିଲ୍ଲା ସଭାପତି ସୁନୀଲ କୁମାର ପ୍ରଧାନଙ୍କ ନେତୃତ୍ବରେ ଏକ ପ୍ରତିନିଧି…




