ଅନୁଗୁଳ ପୋଲିସ ପଞ୍ଝାରେ ଦୁର୍ଦ୍ଦାନ୍ତ ଅପରାଧୀ ‘ଟପା’: ବେଆଇନ ବନ୍ଧୁକ ଜବତ
ଅନୁଗୁଳ: ଅନୁଗୁଳ ସଦର ଥାନା ପୋଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି। ବିଶ୍ୱସନୀୟ ସୂତ୍ରରୁ ସୂଚନା ପାଇ ଏସପିଙ୍କ ନିର୍ଦ୍ଦେଶକ୍ରମେ ସଦର ଆଇଆଇସି ସତ୍ୟବ୍ରତ ରାଉତଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍ ସରଧାପୁର ବ୍ରିଜ୍ ନିକଟରେ ଚଢ଼ାଉ କରିଥିଲେ। ସେଠାରେ…




