ଅନୁଗୁଳରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ
ଅନୁଗୁଳ: ଅନୁଗୁଳ ନିର୍ବାଚନ ମଣ୍ଡଳୀ ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ବେଶ୍ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ବିଜୁ ମଇଦାନସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ଏବଂ ପରେ ଚଣ୍ଡୀଖମଣଠାରେ ଏକ…




