ରାଜ୍ୟରେ ଆସନ୍ତାକାଲି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ
ଭୁବନେଶ୍ବର: ଏଫ୍ ଏମ୍ ମହାବିଦ୍ୟାଳୟର ଛାତ୍ରୀଙ୍କ ମୃତ୍ୟୁ ପରେ ରାଜ୍ୟ ରାଜନୀତି ଜୋର୍ ଧରିଥିବା ବେଳେ କଂଗ୍ରେସ ପକ୍ଷରୁ ଆସନ୍ତା କାଲି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ରାଜ୍ୟ ପେଟ୍ରୋଲ…
