ବାର୍ଷିକ ଜିଲ୍ଲାସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକ ସମ୍ମିଳନୀ ଆୟୋଜିତ, ଯୋଗ ଦେଲେ ୨୬୨ କ୍ରୀଡ଼ା ଶିକ୍ଷକ ଶିକ୍ଷୟିତ୍ରୀ
ଅନୁଗୁଳ: ଅନୁଗୁଳ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବାର୍ଷିକ ଜିଲ୍ଲାସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକ ସମ୍ମିଳନୀ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ର, ଜିଲ୍ଲା…
