ଅନୁଗୁଳ ଏନ୍ଏସି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ
ଅନୁଗୁଳ: ଗତ ଗୁରୁବାର ଅନୁଗୋଳ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ଅଳକାନନ୍ଦାଙ୍କ ପୌରହିତ୍ୟରେ ଆୟୋଜିତ ଏହି ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ ମୁଖ୍ୟ ଅତିଥିରୁପେ ଯୋଗ ଦେଇ ପିଲାମାନେ ନିଜ…



