ବିଜେପି ପାଳିଲା ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ
ଅନୁଗୁଳ : ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ ହୋଇଛି। ଜିଲ୍ଲା ସଭାପତି ଦିଲେଶ୍ୱର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେପି ନେତୃବୃନ୍ଦ ଯୋଗଦେଇ ଡ଼ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଫଟୋ ଚିତ୍ରରେ…
