ପରାବିଲ ଓ ବିରୁ ପଞ୍ଚାୟତରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର, ଉଦଘାଟନ କଲେ ବିଧାୟକ
ଅନୁଗୁଳ: ସ୍ଥାନୀୟ କଣିହାଁ ବ୍ଲକ ଅନ୍ତର୍ଗତ ପରାବିଲ ଓ ବିରୁ ପଞ୍ଚାୟତରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ପାଳଲହଡା ଯୁବ ବିଧାୟକ ମୁକେଶ କୁମାର ପାଳ ଯୋଗ ଦେଇ ପ୍ରଥମେ…



