ତାଳଚେରରେ ରାଜ୍ୟସ୍ତରୀୟ ଉଷୁ ଚୟନ ପ୍ରତିଯୋଗିତା, କ୍ରୀଡ଼ାବିତଙ୍କୁ ମୋଦି ସରକାରଙ୍କ ପ୍ରୋତ୍ସାହନକୁ ପ୍ରଶଂସା
ତାଳଚେର : ତାଳଚେର ଭରତପୁର ଠାରେ ବୁଧବାର ରାଜ୍ୟସ୍ତରୀୟ ଉଷୁ ଚୟନ ପ୍ରତିଯୋଗିତା ଆୟୋଜିତ ହୋଇଛି। ଓଡ଼ିଶାର ୩୦ ଜିଲ୍ଲାରୁ ଜିଲ୍ଲାସ୍ତରରେ ଚୟନିତ ହୋଇଥିବା ୧୦୭ ଜଣ ମହିଳା ଓ ପୁରୁଷ ବର୍ଗର ପ୍ରତିଯୋଗୀ ଏଥିରେ ଭାଗ ନେଇଥିଲେ। କାର୍ଯ୍ୟକ୍ରମକୁ ଜାତୀୟ…
