ତୁରଙ୍ଗ ସରକାରୀ ବିଦ୍ୟାଳୟର ବାର୍ଷିକ ଉତ୍ସବ: ଜୀବନରେ ଏକ ନମ୍ବର ହେବାକୁ ଲକ୍ଷ୍ୟ ରଖିବାକୁ ଆହ୍ୱାନ
ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଳକ ଅନ୍ତର୍ଗତ ତୁରଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସମାରୋହ ଆୟୋଜିତ ହୋଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତୁରଙ୍ଗ ସରପଞ୍ଚ ସମରେନ୍ଦ୍ର ଦେହୁରୀ ମୁଖ୍ୟ…



