ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ, ସପ୍ତାହେ ବ୍ୟାପୀ ଚାଲିବ କାର୍ଯ୍ୟକ୍ରମ

ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମହିଳା ଦିବସ ୨୦୨୩କୁ କିପରି…

Continue Readingଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ, ସପ୍ତାହେ ବ୍ୟାପୀ ଚାଲିବ କାର୍ଯ୍ୟକ୍ରମ

ଜାତୀୟ ବିଜ୍ଞାନ ଦିବସ ପାଳିତ

ଅନୁଗୁଳ: ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ ଏହି ସମାରୋହକୁ ଉଦଘାଟନ କରି ଛାତ୍ର ଛାତ୍ରୀ ବିଜ୍ଞାନ ମନସ୍କ ହେବାକୁ ପରାମର୍ଶ ଦେଇଥିଲେ।ସେହିଭଳି ଶିକ୍ଷକ…

Continue Readingଜାତୀୟ ବିଜ୍ଞାନ ଦିବସ ପାଳିତ

ନାଲକୋରେ ନିଯୁକ୍ତି ନ ମିଳିବାରୁ ରେଲୱେ ଲାଇନ, ପାଇପ ଲାଇନ, ଆଇପିଏଚକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କଲେ କ୍ଷତିଗ୍ରସ୍ତ

ତାଳଚେର : ନିଯୁକ୍ତି ନ ମିଳିବାରୁ ଆଇପିଏଚ୍ ଭରତପୁରର UPIPL ରେ କାମ କରୁଥିବା ଠିକା ଶ୍ରମିକ ନାଲକୋ ରେଲୱେ ଲାଇନ, ପାଇପ ଲାଇନ, ଆଇପିଏଚ୍ କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ରଖିଛନ୍ତି। ଖବର ପାଇ ଘଟଣାସ୍ଥଳରେ ବିକ୍ରମପୁର…

Continue Readingନାଲକୋରେ ନିଯୁକ୍ତି ନ ମିଳିବାରୁ ରେଲୱେ ଲାଇନ, ପାଇପ ଲାଇନ, ଆଇପିଏଚକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କଲେ କ୍ଷତିଗ୍ରସ୍ତ

ସ୍ଥାୟୀ ବୈଠକ ଗୃହ ପାଇଁ ଅନୁଗୁଳ କିନ୍ନର ମହାସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି

ଅନୁଗୁଳ: ଅନୁଗୁଳ ଜିଲ୍ଲା କିନ୍ନର ମହାସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି। ସୂଚନା ଅନୁଯାୟୀ, ଅନୁଗୁଳ ଜିଲ୍ଲା କିନ୍ନର ମହାସଂଘର ୨୦୦୦ ହଜାର ସଦସ୍ୟ ଅଛନ୍ତି। କିନ୍ତୁ କୌଣସି ସ୍ଥାୟୀ ଗୋଷ୍ଠୀ କେନ୍ଦ୍ର ନଥିବାରୁ ବୈଠକ କରିବା ପାଇଁ…

Continue Readingସ୍ଥାୟୀ ବୈଠକ ଗୃହ ପାଇଁ ଅନୁଗୁଳ କିନ୍ନର ମହାସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି

ଜାତୀୟ ରାଜପଥରୁ ଗାଁକୁ ରାସ୍ତା ସଂଯୋଗ ଦାବି

ଅନୁଗୁଳ: ଅନୁଗୁଳ ଜିଲ୍ଲା ଦେଇ ଯାଉଥିବା ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣପରେ ଉଭୟ ପାର୍ଶ୍ଵରେ ଥିବା ଗାଁକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ବିଶେଷକରି ରାସ୍ତାର ଉଭୟ ପାର୍ଶ୍ବରେ ନିର୍ମାଣ ହେଉଥିବା ଡ଼୍ରେନ୍ ଉପରେ…

Continue Readingଜାତୀୟ ରାଜପଥରୁ ଗାଁକୁ ରାସ୍ତା ସଂଯୋଗ ଦାବି

ଅନୁଗୁଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ କର୍ମଶାଳା: ଦୁର୍ନୀତିମୁକ୍ତ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଉପରେ ଗୁରୁତ୍ୱାରୋପ

ଅନୁଗୁଳ: ଅନୁଗୁଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ କର୍ମଶାଳା ରବିବାର ଅନୁଷ୍ଠିତ ହୋଇଛି। ସ୍ଥାନୀୟ ସହର ଉପକଣ୍ଠ ପଞ୍ଚମହଲ୍ଲାସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସଂଘର ସଭାପତି ଦ୍ୱାରିକା ପ୍ରସାଦ ନନ୍ଦ ଅଧ୍ୟକ୍ଷତା କରିଥିଲେ। ବୈଠକରେ…

Continue Readingଅନୁଗୁଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ କର୍ମଶାଳା: ଦୁର୍ନୀତିମୁକ୍ତ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଉପରେ ଗୁରୁତ୍ୱାରୋପ

ସଇଡ଼ା ଗାଁ ରାଧାକୃଷ୍ଣ ମନ୍ଦିରର ବାର୍ଷିକ ଉତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ପାଳଲହଡ଼ା ବିଧାୟକ

ଅନୁଗୁଳ: ସ୍ଥାନୀୟ ପାଳଲହଡ଼ା ବ୍ଲକ୍ ସଇଡ଼ା ପଞ୍ଚାୟତ ସଇଡ଼ାର ଶ୍ରୀ ଶ୍ରୀ ରାଧାକୃଷ୍ଣ ମନ୍ଦିରର ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ପାଳଲହଡ଼ା ବିଧାୟକ ମୁକେଶ କୁମାର ପାଳ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ୍…

Continue Readingସଇଡ଼ା ଗାଁ ରାଧାକୃଷ୍ଣ ମନ୍ଦିରର ବାର୍ଷିକ ଉତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ପାଳଲହଡ଼ା ବିଧାୟକ

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ୧୯ ତମ ଲୋକ ମହୋତ୍ସବ ନିମନ୍ତେ ପ୍ରାକ୍-ପ୍ରସ୍ତୁତି ବୈଠକ

ତାଳଚେର: ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ୧୯ ତମ ଲୋକ ମହୋତ୍ସବ ନିମନ୍ତେ ପ୍ରାକ୍-ପ୍ରସ୍ତୁତି ବୈଠକ ଗୁରୁବାର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ତାଳଚେର ଉପଜିଲ୍ଲାପାଳ ତଥା…

Continue Readingମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ୧୯ ତମ ଲୋକ ମହୋତ୍ସବ ନିମନ୍ତେ ପ୍ରାକ୍-ପ୍ରସ୍ତୁତି ବୈଠକ

ମା’ ମାହେଶ୍ୱରୀଙ୍କ ହୋଲପୋଡା ଓ ଦୋଳଉତ୍ସବ ପାଇଁ ପ୍ରସ୍ତୁତି ବୈଠକ, ଶାନ୍ତିଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ଆଠମଲ୍ଲିକ: ଆଠମଲ୍ଲିକ ଦେବୋତ୍ତର ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ତହସିଲ ସମ୍ମିଳନୀ କକ୍ଷ ଠାରେ ଦେବୋତ୍ତର ସଭାପତି ତଥା ଉପଜିଲ୍ଲାପାଳ ତରଣୀ ସୁନାଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଅଧିଷ୍ଠାତ୍ରୀ ଦେବୀ ମା' ମାହେଶ୍ୱରୀଙ୍କ ଆସନ୍ତା ହୋଲପୋଡା ଓ…

Continue Readingମା’ ମାହେଶ୍ୱରୀଙ୍କ ହୋଲପୋଡା ଓ ଦୋଳଉତ୍ସବ ପାଇଁ ପ୍ରସ୍ତୁତି ବୈଠକ, ଶାନ୍ତିଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ବସଲା ପଞ୍ଚାୟତରେ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା କଲେ ବସୁଧା ଉପଦେଷ୍ଟା ଦିନେଶ ପ୍ରଧାନ

ଅନୁଗୁଳ: ବସୁଧାର ଉପଦେଷ୍ଟା ଦିନେଶ ପ୍ରଧାନ ଆଜି ଅନୁଗୁଳ ବ୍ଲକ ବସଲା ପଞ୍ଚାୟତ ଗସ୍ତ କରିଛନ୍ତି। ଏ ଅବସରରେ ପ୍ରଥମେ ବସଲା ପଞ୍ଚାୟତ କାର୍ଯ୍ୟାଳୟରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବସଲା ସରପଞ୍ଚ ଚନ୍ଦନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତରେ ପାନୀୟ ଜଳ…

Continue Readingବସଲା ପଞ୍ଚାୟତରେ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା କଲେ ବସୁଧା ଉପଦେଷ୍ଟା ଦିନେଶ ପ୍ରଧାନ