ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କର ଜିଲ୍ଲାସ୍ତରୀୟ ୧୨୧ ତମ ଜୟନ୍ତୀ ପାଳିତ
ଅନୁଗୁଳ: ଆଜି ପୂର୍ବାହ୍ନରେ ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗୀୟ ନବକୃଷ୍ଣ ଚୌଧୁରୀଙ୍କ ୧୨୧ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଜିଲ୍ଲାସ୍ତରୀୟ ଉତ୍ସବ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ପାଳିତ ହୋଇଛି। ଉତ୍ସବରେ ଜିଲ୍ଲା…
