ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମାକୁ ୨ ଲକ୍ଷରୁ ୧୦ ଲକ୍ଷ କରିବାକୁ ସାମ୍ବାଦିକ ସଂଘର ଦାବି
ଅନୁଗୁଳ: ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ରାଶିକୁ ୨ ଲକ୍ଷରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସାମ୍ବାଦିକ ସଂଘ(ଏସୟୁଯେ)ର ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକ ଦାବି କରିଛନ୍ତି। ସ୍ଥାନୀୟ ନାଲକୋ ନଗରର ଚାଣକ୍ୟ…



