ବିଜେଡିର ୨୫ ବର୍ଷ ପୂର୍ତ୍ତି ଅବସରରେ ରକ୍ତଦାନ ଶିବିର, ୪୦ ୟୁନିଟ୍ ରକ୍ତ ସଂଗୃହୀତ
ଅନୁଗୁଳ: ବିଜୁ ଜନତା ଦଳର ୨୫ ତମ ବର୍ଷ ପୂର୍ତ୍ତି ଅବସରରେ ଆଜି ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଦିନେଶ ପ୍ରଧାନଙ୍କ ତତ୍ତ୍ବାବଧାନରେ ବଅଁରପାଳ ବ୍ଲକ କାଣ୍ଡସର ପଞ୍ଚାୟତର କନ୍ୟାବେଡା ଗାଁରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଛି।…




