ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ –୨୦୨୨”

ଅନୁଗୁଳ: ଅନୁଗୁଳ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ବାରା ସୋମବାର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଶିଶୁ ଦିବସ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ମହକ – ୨୦୨୨’’ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ସନ୍ତୋଷ କୁମାର…

Continue Readingଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ –୨୦୨୨”

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟକୁ ପ୍ରତିବାଦ, ଏତଲା ଦେଲା ମହିଳା ମୋର୍ଚ୍ଚା

ଅନୁଗୁଳ : ପଶ୍ଚିମବଙ୍ଗର ମନ୍ତ୍ରୀ ଅଖିଳ ଗିରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ବିରୋଧ କରି ବିଜେପି ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ କରିବା ସହ ସମ୍ପୃକ୍ତ ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିବା ସହ ଏତଲା…

Continue Readingରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟକୁ ପ୍ରତିବାଦ, ଏତଲା ଦେଲା ମହିଳା ମୋର୍ଚ୍ଚା

ବିଶ୍ବ ମଧୁମେହ ଦିବସ

ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରେ ସୋମବାର ବିଶ୍ବ ମଧୁମେହ ଦିବସ ପାଳିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜନ ସ୍ବାସ୍ଥ୍ୟ ଅଧିକାରୀ(ଭେକ୍ଟର ବାହିତ ରୋଗ) ଡା ପୂର୍ଣିମା ଉଦଗାତା ମଧୁମେହର ଲକ୍ଷଣ ଉପରେ ଆଲୋକପାତ କରିଥିଲେ। ଜିଲ୍ଲା କନ ସ୍ବାସ୍ଥ୍ୟ…

Continue Readingବିଶ୍ବ ମଧୁମେହ ଦିବସ

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର

ଅନୁଗୁଳ: ଅନୁଗୁଳ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ସୋମବାର ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଦାଖଲ ହୋଇଥିବା ସମୁଦାୟ ୪୯ଟି ଅଭିଯୋଗରୁ ୪୨ଟି ବ୍ୟକ୍ତିଗତ, ୭ଟି ସାମୁହିକ ଅଭିଯୋଗର…

Continue Readingଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର

ରାଷ୍ଟ୍ରୀୟ ଲୋକ ଅଦାଲତ, ମୋଟର ଦୁର୍ଘଟଣାର ଶୁଣାଣି କରାଯାଇ ୪୨ ଲକ୍ଷ ୫୯ ହଜାର ଟଙ୍କା ପ୍ରଦାନ

ଆଠମଲ୍ଲିକ: ଆଠମଲ୍ଲିକ ସିଭିଲକୋର୍ଟ ପରିସରରେ ଶନିବାର ଦିନ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ତାଲୁକ ଆଇନସେବା କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଦୌରାଜଜ ଲକ୍ଷ୍ମୀନାରାୟଣ ରାୟଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ ଅଦାଲତରେ ୭ଟି…

Continue Readingରାଷ୍ଟ୍ରୀୟ ଲୋକ ଅଦାଲତ, ମୋଟର ଦୁର୍ଘଟଣାର ଶୁଣାଣି କରାଯାଇ ୪୨ ଲକ୍ଷ ୫୯ ହଜାର ଟଙ୍କା ପ୍ରଦାନ

ଓଡ଼ିଶା ସ୍ବାସ୍ଥ୍ୟ ଠିକା କର୍ମଚାରୀ ସଂଘର ସାଧାରଣ ପରିଷଦ ବୈଠକ, ସ୍ଥାୟୀ ନିଯୁକ୍ତି ଦାବି

ଅନୁଗୁଳ: ଆଜି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ସଦଭାବନା ଗୃହରେ ଓଡ଼ିଶା ସ୍ବାସ୍ଥ୍ୟ ଠିକା କର୍ମଚାରୀ ସଂଘର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସରୋଜ ଦାଶ ସଭାପତିତ୍ବ କରିଥିବା ବେଳେ ଜିଲ୍ଲାର ସମସ୍ତ ସ୍ବାସ୍ଥ୍ୟ ବିଭାଗର ଠିକା କର୍ମଚାରୀ…

Continue Readingଓଡ଼ିଶା ସ୍ବାସ୍ଥ୍ୟ ଠିକା କର୍ମଚାରୀ ସଂଘର ସାଧାରଣ ପରିଷଦ ବୈଠକ, ସ୍ଥାୟୀ ନିଯୁକ୍ତି ଦାବି

ଲିଟିଲ ହାର୍ଟସ ଟଡ଼ଲର୍ସ ଏକାଡେମୀରେ ବାର୍ଷିକ ପ୍ରଦର୍ଶନୀ, ୩୦୦ରୁ ଊର୍ଦ୍ଧ୍ବ ପ୍ରକଳ୍ପ ପ୍ରଦର୍ଶିତ

ଅନୁଗୁଳ: ସ୍ଥାନୀୟ ଲିଟିଲ ହାର୍ଟସ ଟଡ଼ଲର୍ସ ଏକାଡେମୀ ପରିସରରେ ବାର୍ଷିକ ପ୍ରଦର୍ଶନୀ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଏହି ପ୍ରଦର୍ଶନୀରେ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡଃ ଗଙ୍ଗାଧର କର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନୂତନ ଚିନ୍ତାଧାରା ସହ…

Continue Readingଲିଟିଲ ହାର୍ଟସ ଟଡ଼ଲର୍ସ ଏକାଡେମୀରେ ବାର୍ଷିକ ପ୍ରଦର୍ଶନୀ, ୩୦୦ରୁ ଊର୍ଦ୍ଧ୍ବ ପ୍ରକଳ୍ପ ପ୍ରଦର୍ଶିତ

୨୮ ରେ ବିଧାନସଭା ଘେରାଉ କରିବ ପାଚିକା ସହାୟିକା ସଂଘ, ଆଜି ପ୍ରସ୍ତୁତି ଶେଷ

ଅନୁଗୁଳ: ସ୍ଥାନୀୟ ସାଇ ମନ୍ଦିରସ୍ଥିତ ଏସୟୁସିଆଇ କମ୍ୟୁନିଟି କାର୍ଯ୍ୟାଳୟ ଠାରେ କେନ୍ଦ୍ରୀୟ ଶ୍ରମିକ ସଂଗଠନର ଏଆଇୟୁଟିୟୁସି ସହବନ୍ଧିତ ଓଡ଼ିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ଆସନ୍ତା…

Continue Reading୨୮ ରେ ବିଧାନସଭା ଘେରାଉ କରିବ ପାଚିକା ସହାୟିକା ସଂଘ, ଆଜି ପ୍ରସ୍ତୁତି ଶେଷ

କଳା ଓ ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା

ଅନୁଗୁଳ: ଅନୁଗୁଳ ଉଚ୍ଚ ବିଦ୍ୟାଳୟରେ ଉତ୍କଳ କଳା ଓ ସଂସ୍କୃତି ପ୍ରତିଷ୍ଠାନ ଅନୁଗୁଳ ଶାଖା ପକ୍ଷରୁ ଆଜି ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ସିନେ ଅଭିନେତା ଅଶୋକ ଦାସ ମୁଖ୍ୟ ଅତିଥି ଭାବେ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ। ସମ୍ନାନିତ ଅତିଥି…

Continue Readingକଳା ଓ ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା

ରାଷ୍ଟ୍ରୀୟ ଲୋକ ଅଦାଲତ, ଦୁର୍ଘଟଣା ଜନିତ ମାମଲାରେ ୧ କୋଟି ୩୧ ଲକ୍ଷ ୮୪ ହଜାର ଟଙ୍କାର କ୍ଷତିପୂରଣ ପ୍ରଦାନ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶନିବାର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ୩୭ ଟି…

Continue Readingରାଷ୍ଟ୍ରୀୟ ଲୋକ ଅଦାଲତ, ଦୁର୍ଘଟଣା ଜନିତ ମାମଲାରେ ୧ କୋଟି ୩୧ ଲକ୍ଷ ୮୪ ହଜାର ଟଙ୍କାର କ୍ଷତିପୂରଣ ପ୍ରଦାନ