ଜିନ୍ଦଲ ନଗରରେ ସମ୍ପନ୍ନ ହେଲା ବାହୁଡ଼ା ଯାତ୍ରା
ଅନୁଗୁଳ : ଦେବଭୂମି ଜିନ୍ଦଲ ନଗରରେ ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ହଜାର ହଜାର ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ଚତୁର୍ଦ୍ଧାମୂର୍ତ୍ତୀ ଗୁଣ୍ଡିଚା ମନ୍ଦିରରୁ ଦେବଭୂମି ସ୍ଥିତ ଶ୍ରୀ ମନ୍ଦିର ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ। ଦେବଭୂମିର ପ୍ରଥମ ସେବକ ଓ ସେବିକା ଓ…