ଅନୁଗୁଳ ଜିଲ୍ଲା ସାହିତ୍ୟ ସଂସଦ ପକ୍ଷରୁ ବିଷୁବ ମିଳନ ପୁରସ୍କାର ଘୋଷଣା
ଅନୁଗୁଳ: ସ୍ଥାନୀୟ ଉତ୍କଳ ନବ ଜୀବନ ମଣ୍ଡଳ ପରିସରରେ ପ୍ରାଧ୍ୟାପକ କୁମୁଦ ଚନ୍ଦ୍ର ଦାଶଙ୍କ ପୌରୋହିତ୍ୟରେ ଅନୁଗୁଳ ଜିଲ୍ଲା ସାହିତ୍ୟ ସଂସଦର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରୀ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଆସନ୍ତା ବିଷୁବ ମିଳନ ଅବସରରେ ପ୍ରଦାନ କରାଯିବାକୁ…




