ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅସଦୁଦ୍ଦିନ୍ ଓବେସିଙ୍କ ମନ୍ତବ୍ୟକୁ ତୀବ୍ର ବିରୋଧ: ବଜରଙ୍ଗ ଦଳ ଓ ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ଅନୁଗୁଳ: ହିନ୍ଦୁ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ହାଇଦ୍ରାବାଦ ସାଂସଦ ତଥା ଏମଆଇଏମଆଇ ନେତା ଅସଦୁଦ୍ଦିନ୍ ଓବେସି ଦେଇଥିବା ଆପତ୍ତି ଜନକ ମନ୍ତବ୍ୟକୁ ବିରୋଧ କରି ଶୁକ୍ରବାର ଜିଲ୍ଲା ବଜରଙ୍ଗ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲ୍ଲା ସଂଯୋଜକ…




