ରାଇଫଲ୍ କ୍ଲବ୍ ପକ୍ଷରୁ ବନ୍ଧୁକଚାଳନା ପ୍ରତିଯୋଗିତା
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ ଠାରେ ଶନିବାର ତାଳଚେର ରାଇଫଲ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ୫୬ତମ ବନ୍ଧୁକ ଚାଳନା ପ୍ରତିଯୋଗିତା ଶନିବାର ଉଦଘାଟିତ ହୋଇଯାଇଛି ।ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ପ୍ରଦୀପ…
