ସମ୍ଭାଗସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ସମ୍ମିଳନୀ: ବିଦ୍ୟାର୍ଥୀ ଓ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତିକୁ ଗୁରୁତ୍ୱ
ଅନୁଗୁଳ: ଗାନ୍ଧିମାର୍ଗସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ରବିବାର ସମ୍ଭାଗର ସମସ୍ତ ପ୍ରଧାନ ଆଚାର୍ଯ୍ୟଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ସମ୍ମିଳନୀରେ ଉଭୟ ଢେଙ୍କାନାଳ ଓ ଅନୁଗୁଳର ସମସ୍ତ ସରସ୍ୱତୀ ଶିଶୁ ମନ୍ଦିରର ୨୦ ଜଣ ପ୍ରଧାନ ଆଚାର୍ଯ୍ୟ ଉପସ୍ଥିତ…




