ନେହେରୁ ଉଚ୍ଚ ବିଦ୍ୟାଳୟର ଉନ୍ନତିକରଣ ନିମନ୍ତେ ଭିଭିପ୍ରସ୍ତର
ଅନୁଗୁଳ: ବଅଁରପାଳ ବ୍ଳକ୍ ଗଡ଼ସନ୍ତ୍ରୀ ନେହେରୁ ଉଚ୍ଚ ବିଦ୍ୟାଳୟର ଉନ୍ନତିକରଣ ନିମନ୍ତେ ମୋ’ ସ୍କୁଲ ଅଭିଯାନରେ ୫୫ ଲକ୍ଷ ଟଙ୍କା ମଂଜୁର ହୋଇଛି। ଏହି ଅର୍ଥରେ ବିଦ୍ୟାଳୟରେ ସ୍ମାର୍ଟ୍ କ୍ଲାସ୍ରୁମ୍, ସୌନ୍ଦର୍ଯ୍ୟକରଣ ସାଙ୍ଗକୁ ଖେଳପଡ଼ିଆର ଉନ୍ନତିକରଣ ହେବ । ଗୁରୁବାର ପୂର୍ବାହ୍ନରେ…
