ବଡ଼ଗୋବିନ୍ଦପୁରରେ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଅନୁଗୁଳ: କିଶୋରନଗର ବ୍ଳକ୍ ଅନ୍ତର୍ଗତ ବଡ଼ଗୋବିନ୍ଦପୁର ଗ୍ରାମରେ ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ମା’ ହିଙ୍ଗୁଳାୟୀଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବୁଧବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ।…

Continue Readingବଡ଼ଗୋବିନ୍ଦପୁରରେ ମନ୍ଦିର ପ୍ରତିଷ୍ଠା ଉତ୍ସବ

ପବିତ୍ରନଗର ଅଂଚଳରୁ ବସ ଚଳାଚଳ ଦାବି

ଅନୁଗୁଳ: ତାଳଚେର ପରିବହନ କାର୍ଯ୍ୟାଳୟ ଅଧୀନସ୍ଥ ପବିତ୍ରନଗର ଅଂଚଳର ବିଭିନ୍ନ ରାସ୍ତାରେ ବସ୍‌ ଚଳାଚଳ ବ୍ୟବସ୍ଥା କରାଯିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି । ଏ ଅଞ୍ଚଳରେ ଯାତ୍ରୀବାହୀ ବସ୍ ଚଳାଚଳ କରୁ ନଥିବାରୁ ଜନସାଧାରଣ ନାହିଁ ନଥିବା ହଇରାଣ ହେଉଛନ୍ତି…

Continue Readingପବିତ୍ରନଗର ଅଂଚଳରୁ ବସ ଚଳାଚଳ ଦାବି

ତୈଳ ଅପମିଶ୍ରଣ ଆଡ୍ଡାରେ ଚଢ଼ଉ

ଅନୁଗୁଳ: ହଣ୍ଡପା ଥାନା ଇଲାକା ତଥା ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକାଧିକ ଚୋରା ତୈଳ ଅପମିଶ୍ରଣ ଆଡ଼ଡ଼ାରେ ଚଢ଼ଉ କରିଛି ଅନୁଗୁଳ ପୁଲିସ ସ୍ପେଶାଲ ସ୍କ୍ୱାଡ୍। ହଣ୍ଡପା ଥାନା ପ୍ରତାପପୁର ନିକଟରେ ବୁଧବାର ବିଳମ୍ବିତ ରାତିରେ ପୁଲିସ…

Continue Readingତୈଳ ଅପମିଶ୍ରଣ ଆଡ୍ଡାରେ ଚଢ଼ଉ

ନାହାନ୍ତି ଡାକ୍ତର, ରୋଗୀଙ୍କୁ ଫାର୍ମାସିଷ୍ଟ ଭରସା

ତାଳଚେର: କଣିହାଁ ବ୍ଲକ୍ ପବିତ୍ରନଗର ସ୍ବାସ୍ଥ୍ୟକେନ୍ଦ୍ରରେ ୫ ମାସ ହେଲା ଡାକ୍ତର ନଥିବାରୁ ରୋଗୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଡାକ୍ତର ନଥିବା ବେଳେ ଫାର୍ମାସିଷ୍ଟଙ୍କ ଭରସାରେ ରୋଗୀସେବା ଚାଲିଛି । ପବିତ୍ରନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୈନିକ ଶତାଧିକ…

Continue Readingନାହାନ୍ତି ଡାକ୍ତର, ରୋଗୀଙ୍କୁ ଫାର୍ମାସିଷ୍ଟ ଭରସା

କିଣାହେଉନି ଧାନ, ୨୪ରେ ବ୍ଲକ୍‌ କାର୍ଯ୍ୟାଳୟ ଘେରିବେ ଚାଷୀ

ଅନୁଗୁଳ: କିଶୋରନଗର ବ୍ଲକ୍‌ର ୨୩ଟି ପଞ୍ଚାୟତରେ ଅନେକ ଚାଷୀ ଧାନ ବିକ୍ରି କରି ପାରିନାହାନ୍ତି। ଏହାର ପ୍ରତିବାଦରେ ଆସନ୍ତା ୨୪ ତାରିଖରେ ବ୍ଲକ କାର୍ଯ୍ୟାଳୟ ଘେତଉ କରାଯିବ ବୋଲି କିଷାନ କ୍ଷେତ ମଜଦୁର ସଂଗଠନ ଚେତାବନୀ ଦେଇଛି। ଏ ନେଇ ରବିବାର…

Continue Readingକିଣାହେଉନି ଧାନ, ୨୪ରେ ବ୍ଲକ୍‌ କାର୍ଯ୍ୟାଳୟ ଘେରିବେ ଚାଷୀ

ଦାଶନାଳୀରୁ ୩ ଅଜଗର ଉଦ୍ଧାର

ଅନୁଗୁଳ: ତାଳଚେର ସହର ଉପକଣ୍ଠ ଦାଶନାଳୀ ଅଞ୍ଚଳରୁ ରବିବାର ୩ଟି ଅଜଗର ସାପ ଉଦ୍ଧାର କରାଯାଇଛି। ସୂଚନା ମୁତାବକ, ଦାଶନାଳୀ ଅଞ୍ଚଳରେ ଜଣେ ବ୍ୟକ୍ତି ଏକ ଅଜଗର ସାପକୁ ଦେଖିବା ପରେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ପରେ ଅନୁଗୁଳ ସ୍ନେକ୍ ରେସକ୍ୟୁ…

Continue Readingଦାଶନାଳୀରୁ ୩ ଅଜଗର ଉଦ୍ଧାର

ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବାର ସମାଧାନ ଦାବିରେ ଅନଶନ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ସମାଧାନ ଦାବି କରି ଜିଲ୍ଲା ଜନଜୀବନ ସୁରକ୍ଷା କମିଟି ଆଜିଠାରୁ ଜିଲ୍ଲା କାର୍ଯ୍ୟାଳୟ ଆଗରେ ଅନଶନ ଆରମ୍ଭ କରିଛି। ତାଳଚେର ମେଡିକାଲ କଲେଜକୁ ସରକାରୀ ପରିଚାଳନାରେ କାର୍ଯ୍ୟକ୍ଷମ କରିବା, ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ବିଶେଷଜ୍ଞ…

Continue Readingବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବାର ସମାଧାନ ଦାବିରେ ଅନଶନ

ସୀମା ଟପିଲାଣି ଚେନ୍ ଲୁଟେରାଙ୍କ ଉତ୍ପାତ

ଅନୁଗୁଳ: ଅନୁଗୁଳ ଥାନା ଉପରୁ ଚାପ କମିଛି । ଦୁଇ ତୃତୀୟାଂଶ ଇଲାକା ନବଗଠିତ ସଦର ଥାନାରେ ସାମିଲ୍ ହୋଇଛି। ମୁଣ୍ଡରୁ ମାମଲା ବୋଝ ବି ଅନେକ ମାତ୍ରାରେ ହ୍ରାସ ପାଇଛି। ଏହାସତ୍ତ୍ୱେ ଅନୁଗୁଳ ସହରରୁ ଅପରାଧିକ କାର୍ଯ୍ୟକଳାପ କମିବା ବଦଳରେ…

Continue Readingସୀମା ଟପିଲାଣି ଚେନ୍ ଲୁଟେରାଙ୍କ ଉତ୍ପାତ

ଓଭରଲୋଡ଼, ୩.୩ ଲକ୍ଷ ଜରିମାନା ଆଦାୟ

ତାଳଚେର: ତାଳଚେର ଅଂଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଓଭରଲୋଡ଼ ତିନିଟି ଟ୍ରେଲରରୁ ୩.୩ ଲକ୍ଷ ଟଙ୍କା ଜୋରିମାନା ଆଦାୟ କରାଯାଇଛି। ଏହି ଭାରୀଯାନ ଗୁଡିକରେ ତାଳଚେରରୁ ବାହାରକୁ ମାଲ ଯାଉଥିବା ବେଳେ ପରିବହନ ବିଭାଗ ହାବୁଡ଼ରେ ପଡ଼ିଥିଲେ । ତାଳଚେର ଆରଟିଓ…

Continue Readingଓଭରଲୋଡ଼, ୩.୩ ଲକ୍ଷ ଜରିମାନା ଆଦାୟ

ପ୍ରଥମ ମେଜର ଜେନେରାଲଙ୍କ ବିୟୋଗରେ ଶୋକ

ଅନୁଗୁଳ: ଓଡ଼ିଶାର ପ୍ରଥମ ମେଜର ଜେନେରାଲ୍ ବସନ୍ତ କୁମାର ମହାପାତ୍ରଙ୍କ ବିୟୋଗରେ ଅନୁଗୁଳର ସହିଦ୍ ମାନସ ରଞ୍ଜନ ସ୍ମୃତି କମିଟି ପକ୍ଷକୁ ଶୋକପ୍ରକାଶ କରାଯାଇଛି । ୨୦୦୩ରେ ସହିଦ୍ ମାନସ ରଞ୍ଜନ ସ୍ମୃତି ପରିଷଦର ପ୍ରଥମ ବାର୍ଷିକ ସମାରୋହରେ ସ୍ୱର୍ଗତ ମହାପାତ୍ର…

Continue Readingପ୍ରଥମ ମେଜର ଜେନେରାଲଙ୍କ ବିୟୋଗରେ ଶୋକ