ତାଳଚେରରେ ସାହିତ୍ୟ ଓ ସଙ୍ଗୀତ ମହୋତ୍ସବ
ଅନୁଗୁଳ: ତାଳଚେର କିଶୋର କ୍ଳବ୍ ପରିସରରେ ସାହିତ୍ୟ ଓ ସଙ୍ଗୀତ ମହୋତ୍ସବ ଆୟୋଜିତ ହୋଇ ଯାଇଛି। ବିଷୁବ ମିଳନ ପାଳନ କମିଟି ସୌଜନ୍ୟରୁ ଅନୁଷ୍ଠିତ ଏହି ସମାରୋହରେ ଅନୁଗୁଳ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶାନ୍ତନୁ କୁମାର ସର ମୁଖ୍ୟ ଅତିଥି ରୂପେ…
ଅନୁଗୁଳ: ତାଳଚେର କିଶୋର କ୍ଳବ୍ ପରିସରରେ ସାହିତ୍ୟ ଓ ସଙ୍ଗୀତ ମହୋତ୍ସବ ଆୟୋଜିତ ହୋଇ ଯାଇଛି। ବିଷୁବ ମିଳନ ପାଳନ କମିଟି ସୌଜନ୍ୟରୁ ଅନୁଷ୍ଠିତ ଏହି ସମାରୋହରେ ଅନୁଗୁଳ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶାନ୍ତନୁ କୁମାର ସର ମୁଖ୍ୟ ଅତିଥି ରୂପେ…
କଣିହାଁ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ଅଧୀନସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବଡହୀରାଠାରେ ଗଣିତ ଓ ବିଜ୍ଞାନ କ୍ଲବ ଏବଂ ବିଜ୍ଞାନ ଚେତନା ମଞ୍ଚ, ଓଡିଶା ଆନୁକୂଲ୍ୟରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି। ଭାରତର ବିଶିଷ୍ଟ ଗଣିତଜ୍ଞ ଶ୍ରୀନିବାସ…
ଅନୁଗୁଳ: ସ୍ଥାନୀୟ ଗାନ୍ଧିମାର୍ଗ ସ୍ଥିତ ଆଇଡିଆଲ୍ ପବ୍ଲିକ ସ୍କୁଲର ୨୦ତମ ବାର୍ଷିକ ଉତ୍ସବ 'ସ୍ରୀଜନ୍-୨୦୨୫' ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଆଶିଷ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ…
ଅନୁଗୁଳ: ସୂର୍-ତାଲ୍ ସେବା ଓ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ଆୟୋଜିତ ୨୪ ତମ ସାଂସ୍କୃତିକ ଉତ୍ସବ ଉଦ୍ଯାପିତ ହୋଇଯାଇଛି। ମୁଖ୍ୟ ଅତିଥି ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ଏବଂ ସମ୍ମାନୀତ ଅତିଥି ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ପ୍ରଦୀପ ପ୍ରଜ୍ବଳନ କରି…
ଅନୁଗୁଳ: ଗତ ୧୭ ତାରିଖ ଅପରାହ୍ନରେ ଗୋଟିଏ ଗରୁଡ଼ ବା ଇଗଲ ଆହତ ଅବସ୍ଥାରେ ବଅଁରପାଳ ଓଭର ବ୍ରିଜ ନିକଟରେ ପଡ଼ିଥିବା ଜଣେ ବାଟୋଇ କୃଷ୍ଣ ଚନ୍ଦ୍ର ନାଥ,ବଳରାମପ୍ରସାଦ ଜଙ୍ଗଲ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅନୁଗୁଳ ରେଞ୍ଜ ଷ୍ଟାଫ୍…
ଅନୁଗୁଳ: ବଅଁରପାଳ ଥାନା ତୁଳସୀପାଳ ଗାଁର ଅବସରପ୍ରାପ୍ତ ସେନା କର୍ମଚାରୀ ଦୁର୍ଯ୍ୟୋଧନ ସାହୁଙ୍କ ଗତ ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ପରଲୋକ ଖବର ପାଇ ଅନୁଗୁଳ ଡିଫେନସ ଭେଟେରାନର ସଭାପତି ଅନିଲ କୁମାର…
ପାଲଲହଡ଼ା: ଅନୁଗୁଳ ଜିଲ୍ଲା ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି ବୁଧବାର ନଗିରା ଏବଂ ବରଡିହ ପଞ୍ଚାୟତ ଗସ୍ତ କରି ବିଭିନ୍ନ ସରକାରୀ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଦୁଇ ପଞ୍ଚାୟତର ଲୋକମାନେ ଯେପରି ଆତ୍ମ ନିର୍ଭରଶୀଳ ହୋଇପାରିବେ ସେଥି ପ୍ରତି ବିଧାୟକ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଆଞ୍ଚଳିକ ବୈଦିକ ବ୍ରାହ୍ମଣ ପରିଷଦର ଦ୍ଵିତୀୟ ସାଂଗଠନିକ ସଭା ପାତ୍ରପଡ଼ାସ୍ଥିତ ମା' ବାୟାଣୀ ପୀଠ ନିକଟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି। ସଭାପତି ପଣ୍ଡିତ ଆଚାର୍ଯ୍ୟଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ପରିଷଦର ବିଭିନ୍ନ ସମସ୍ୟା…
ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଆମ୍ବପାଳ ହାଇସ୍କୁଲରେ ଆୟୋଜିତ ହୋଇଛି ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ। ଏହି ଅବସରରେ ୨ ଦିନ ଧରି ବ୍ଲକସ୍ତରୀୟ ପ୍ରାଥମିକ ବିଦ୍ୟାଳୟ ଓ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ କୁଇଜ ପ୍ରତିଯୋଗିତା ହୋଇଥିଲା। ମାଧ୍ୟମିକ ବିଦ୍ୟାଳୟସ୍ତରୀୟ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକର କୁମ୍ଭାର ସାହି ଠାରେ ବିକାଶ ଫାଉଣ୍ଡେସନ ପକ୍ଷରୁ ଶୀତ ବସ୍ତ୍ର ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁଅ ନିଶାନ୍ତ ପ୍ରଧାନ, ଝିଅ ନୈମିଶା…