ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଶୋକ
ଅନୁଗୁଳ: ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ, ପଦ୍ମବିଭୂଷଣ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର(୭୮)ଙ୍କ ରବିବାର କରୋନାରେ ଦେହାନ୍ତ ଘଟିଛି । ତାଙ୍କ ବିୟୋଗରେ ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ଶୋକ ପ୍ରକାଶ ପାଇଛି। ସ୍ବଗର୍ତ ମହାପାତ୍ରଙ୍କ ମୃତ୍ୟୁ କେବଳ ଓଡ଼ିଶା କାହିଁକି…
