ପୁଟଗାଡ଼ିଆ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଗ୍ରାମ
ଛେଣ୍ତିପଦା: ମଙ୍ଗଳବାର ଛେଣ୍ତିପଦା ବ୍ଲକ୍ କୋରଡ଼ା ପଞ୍ଚାୟତ ଅନ୍ତର୍ଗତ ପୁଟଗାଡ଼ିଆ ଗ୍ରାମକୁ ଡାକ ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଗ୍ରାମ ଘୋଷଣା କରାଯାଇଛି। ଗ୍ରାମର ୧ରୁ ୧୦ ବର୍ଷ ବୟସର ସମସ୍ତ କନ୍ୟା ସନ୍ତାନଙ୍କୁ ଏହି ଯୋଜନାରେ ସାମିଲ୍ କରାଯାଇଛି।…
