ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ବିତର୍କ ପ୍ରତିଯୋଗିତା
ଅନୁଗୁଳ: କେନ୍ଦ୍ର କ୍ରୀଡ଼ା ଏବ˚ ଯୁବ ସେବା ମନ୍ତ୍ରଣାଳୟ ଆନୁକୂଲ୍ୟରେ ନେହେରୁ ଯୁବ କେନ୍ଦ୍ର ଅନୁଗୁଳ ସହାୟତାରେ ଏକ ବିତର୍କ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଭର୍ଚୁଆଲ୍ ମୋଡ୍ରେ ଆୟୋଜିତ ଏହି ପ୍ରତିଯୋଗିତାରେ ଅନୁଗୁଳ, ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାର ୫୦ରୁ…
