‘ଅନୁଗୁଳ ସହରରେ ଖୋଲାଯାଉ କୋଭିଡ୍ ହସ୍ପିଟାଲ’
ଅନୁଗୁଳ: ଅନୁଗୁଳ ଜିଲ୍ଲାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡ଼ି ଚାଲିଛି । ଜିଲ୍ଲାରେ ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ୩ ଶହ ଉପରେ ରହୁଛି । ଭୟଙ୍କର ଦ୍ବିତୀୟ ଲହରର ମୁକାବିଲା ପାଇଁ ଜିଲ୍ଲାରେ ପର୍ଯ୍ୟାପ୍ତ ସ୍ବାସ୍ଥ୍ୟ ଭିତ୍ତିଭୂମିର ଆବଶ୍ୟକତା ରହିଥିବା…
ଅନୁଗୁଳ: ଅନୁଗୁଳ ଜିଲ୍ଲାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡ଼ି ଚାଲିଛି । ଜିଲ୍ଲାରେ ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ୩ ଶହ ଉପରେ ରହୁଛି । ଭୟଙ୍କର ଦ୍ବିତୀୟ ଲହରର ମୁକାବିଲା ପାଇଁ ଜିଲ୍ଲାରେ ପର୍ଯ୍ୟାପ୍ତ ସ୍ବାସ୍ଥ୍ୟ ଭିତ୍ତିଭୂମିର ଆବଶ୍ୟକତା ରହିଥିବା…
ଅନୁଗୁଳ: କିଶୋରନଗର ବ୍ଳକ ଅନ୍ତର୍ଗତ ଜାମୁନାଳୀ ପଞ୍ଚାୟତ ଗିରିଦାପାହାଡରେ ଉଚ୍ଚଶକ୍ତି ସମ୍ପନ୍ନ ବିସ୍ଫୋରକ ବ୍ୟବହାର କରାଯାଇ ପଥର ଫଟାଯାଉଥିବାରୁ ନିକଟସ୍ଥ ଖଣ୍ଡବର ଗ୍ରାମବାସୀ ଛାନିଆ ହୋଇପଡିଛନ୍ତି। ମଙ୍ଗଳବାର ଗ୍ରାମ ସଭାପତି ନିଳାଦ୍ରି ସାହୁଙ୍କ ଆବାହକତ୍ବରେ ଖଣ୍ଡବର ଗ୍ରାମବାସୀ ଅନୁଗୁଳ ଜିଲ୍ଲାପାଳଙ୍କୁ ଏହି…
ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ହୁ ହୁ ହୋଇ କରୋନା ସଂକ୍ରମଣ ବଢୁଛି । ଅନୁଗୁଳ ଜେଲ୍ରେ କ୍ଷମତା ଠାରୁ ଅଧିକ କଏଦୀ ରହୁଥିବା ବେଳେ ଜେଲ୍ରେ ସଂକ୍ରମଣ ଭୟ ରହିଛି। ବୁଧବାର ଜେଲ୍ ଆଇଜି ହିମାଂଶୁ ଲାଲ୍ ଓ ଡିଆଇଜି(ମୁଖ୍ୟାଳୟ) ଶୁଭକାନ୍ତ…
ଅନୁଗୁଳ: ଅନୁଗୁଳ ବିଧାୟକ ତଥା ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ଦ୍ଵାରା ଅନୁଗୁଳ ବ୍ଲକ୍ର ୩ଟି ରାସ୍ତା ନିର୍ମାଣ ପାଇଁ ସୋମବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହି ରାସ୍ତା ନିର୍ମାଣ ହେବ ।…
ଅନୁଗୁଳ: କିଶୋରନଗର ବ୍ଲକ୍ ଗାଁ ବଇଣ୍ଡା ପଞ୍ଚାୟତ ବଡ଼ହୁଲା ଗାଁର ସୁଶାନ୍ତ ସାହୁଙ୍କ ନବଜାତ କନ୍ୟାର ଏକୋଇଶିଆ ଭୋଜି ଗାଁ ଗ୍ରାମ ମନ୍ଦିରରେ ଆୟୋଜନ କରାଯାଇଥିଲା। ଏଥିପାଇଁ ପ୍ରଶାସନ ପକ୍ଷରୁ ଅନୁମତି ନିଆଯାଇନଥିଲା | ଭୋଜି ପାଇଁ ପ୍ରାୟ ୬୦ ଲୋକ…
ଅନୁଗୁଳ: ତାଳଚେର କୋଲିୟରୀ ଥାନା ସେଣ୍ଟ୍ରାଲ କଲୋନିରେ ଜଣେ ମହିଳା ତାଙ୍କ ନବବିବାହିତ ଦିଅରଙ୍କ ସହ ଘରୁ କେଉଁଆଡ଼େ ଫେରାର ହୋଇ ଯାଇଥିବା କୋଲିୟରୀ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ଦିଅରଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିବା ପରେ ଘଟଣାକୁ…
ଅନୁଗୁଳ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଣିହାଁ ବ୍ଲକ୍ର କୁଳୁମା ପଞ୍ଚାୟତକୁ ଏକ ସପ୍ତାହ ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଛି । ଗୁରୁବାର ଏହି କଟକଣା ଲାଗୁ ହେବ ବୋଲି କୁହାଯାଇଛି । ପ୍ରକାଶ ଯେ, କୁଳୁମା ଗ୍ରାମପଞ୍ଚାୟତରେ ଦିନକୁ ଦିନ…
ଅନୁଗୁଳ: ଅନୁଗୁଳ ଓକିଲ ସଂଘ ପକ୍ଷରୁ ମଧୁଜୟନ୍ତୀ ଓ ଆଇନଜୀବୀ ଦିବସ ନିରାଡ଼ମ୍ବର ଭାବରେ ପାଳିତ ହୋଇଯାଇଛି । ଜିଲ୍ଲା ଓ ଦୌରାଜଜ ଭାଗ୍ୟଲକ୍ଷ୍ମୀ ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୋର୍ଟ ପରିସରରେ ସ୍ଥାପିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ…
ଅନୁଗୁଳ: ଏମ୍ସିଏଲ୍ର ଅନନ୍ତ ବିହାର କଲୋନୀ ଅଞ୍ଚଳରେ ବୁଧବାର ଏକ ବାହାଘରରେ କୋଭିଡ୍ ନିୟମ ଉଲଂଘନ ମହଙ୍ଗା ପଡ଼ିଛି। ପୁଲିସ ଟିମ୍ ଚଢ଼ଉ କରି ୧୦ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି। ପ୍ରକାଶ ଯେ, ଅନନ୍ତ ବିହାର କଲୋନୀରେ ଜଣେ…
ଅନୁଗୁଳ: ତାଳଚେର ଏମ୍ସିଏଲ୍ ସେଣ୍ଟ୍ରାଲ୍ ହସ୍ପିଟାଲ୍ରେ ମଙ୍ଗଳବାରଠାରୁ କୋଭିଡ୍ ଟିକାକରଣର ଶୁଭାରମ୍ଭ କରାଯାଇଛି। ଏହି ଟିକାକରଣ କାର୍ଯ୍ୟକ୍ରମରେ ତାଳଚେର କୋଲ୍ ଫିଲଡ୍ସରେ କାର୍ଯ୍ୟରତ ୪୫ ବର୍ଷରୁ ଅଧିକ ବୟସର କର୍ମଚାରୀ ଓ ତାଙ୍କ ପରିବାର ବର୍ଗଙ୍କୁ ଟିକା ଦିଆଯିବ। ଜିଲ୍ଲା ସ୍ୱାସ୍ଥ୍ୟ…