ବଚପନ ପ୍ଲେ ସ୍କୁଲ ଓ ରୋଟାରୀ କ୍ଲବ ମିଳିତ ଆନୁକୂଲ୍ୟରେ ବନ ମହୋତ୍ସବ ପାଳିତ
ଅନୁଗୋଳ: ବନ ମହୋତ୍ସବ ସପ୍ତାହ ଅବସରରେ ସ୍ଥାନୀୟ ବଚପନ ପ୍ଲେ ସ୍କୁଲ ପରିସରରେ ରୋଟାରୀ କ୍ଲବ ଅନୁଗୋଳ ରୟାଲ ଓ ସ୍କୁଲ କର୍ତ୍ତୃପକ୍ଷଙ୍କ ମିଳିତ ଆନୁକୂଲ୍ୟରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ…



