ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହେଲେ ଜୟଜିତ୍ ଧଳ, ଗ୍ରହଣ କଲେ ଦାୟିତ୍ୱ
ଅନୁଗୁଳ: ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି ଜୟଜିତ୍ ଧଳ। ସେ ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଥିଲେ। ଦାୟିତ୍ବରେ ଥିବା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କେ…
