ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୩୫ ୟୁନିଟ୍ ରକ୍ତ ସଂଗୃହୀତ
ଅନୁଗୁଳ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ଟାଇସି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଶିବିରରେ ୩୫ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଯୁବଶକ୍ତି ସ୍ବେଚ୍ଛାସେବୀ ସଂଗଠନର…
