ଉତ୍କଳ ବିଶ୍ୱବିଦ୍ୟାଳୟରେ ଶ୍ରଦ୍ଧା ଓ ଉତ୍ସାହର ସହ ବାହୁଡ଼ା ଯାତ୍ରା ସମ୍ପନ୍ନ
ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ମନ୍ଦିର ପରିଚାଳନା ସମିତି ପକ୍ଷରୁ ପବିତ୍ର ବାହୁଡ଼ା ଯାତ୍ରା ଅତ୍ୟନ୍ତ ଶ୍ରଦ୍ଧା, ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ପାରମ୍ପରିକ ରୀତିନୀତି ଅନୁଯାୟୀ, ଗୁଣ୍ଡିଚା ଘର ସଦୃଶ କ୍ୟାମ୍ପସ ସ୍ଥିତ କେଦାରେଶ୍ୱର ମନ୍ଦିରଠାରେ ଚତୁର୍ଦ୍ଧାମୂର୍ତ୍ତିଙ୍କର…




