ଅଜିତ କୁମାର ସାହୁ ଯୁବ ଆଇଏନ୍ଟିୟୁସିର କାର୍ଯ୍ୟକାରି ସଦସ୍ୟ
ଅନୁଗୁଳ: ତାଳଚେରର ଅଜିତ କୁମାର ସାହୁଙ୍କୁ ଯୁବ ଆଇଏନ୍ଟିୟୁସିର କାର୍ଯ୍ୟକାରି ସଦସ୍ୟ ଭାବେ ମନୋନୀତ କରାଯାଇଛି। ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସର ରାଜ୍ୟ ସଭାପତି ପ୍ରକାଶ ବେହେରା ଏଥିନେଇ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ, ଅଜିତ…





