ଆଜି ଭାରତ-ନ୍ୟୁଜିଲାଣ୍ଡ ମୁକାବିଲା, ୧୨ ବର୍ଷ ପରେ ଚାମ୍ପିୟନ୍ସ ଟ୍ରଫି ହାତେଇବା ଲକ୍ଷ୍ୟରେ ଭାରତ
ଅନୁଗୁଳ: ଆଜି ରବିବାର ଦୁବାଇରେ ଚାମ୍ପିୟନ୍ସ ଟ୍ରଫି ଫାଇନାଲ ଭାରତ ଓନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ତେବେ ୨୫ ବର୍ଷ ପରେ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଉଭୟ ଦଳ ପରସ୍ପରକୁ ଭେଟୁଥିବାବେଳେ ରୋହିତ ବାହିନୀ ଏଥର ୨୦୦୦ ମସିହାର ପରାଜୟର ପ୍ରତିଶୋଧ ନେବା…
