ସର୍ବଭାରତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ, ଡବ୍ଲ୍ୟୁସିଆର ଜବଲପୁର ଚାମ୍ପିୟନ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବାଗଡ଼ିଆ ଉଚ୍ଚ ବିଦ୍ୟାଳୟ କ୍ରୀଡ଼ାଙ୍ଗନାରେ ଆନନ୍ଦ ସ୍ପୋର୍ଟସ ଆସୋସିଏସନ ପକ୍ଷରୁ ଦୁଇଦିନ ଧରି ଚାଲିଥିବା ସର୍ବଭାରତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇଛି। ଆସୋସିଏସନର ସଭାପତି ବିନୋଦ କୁମାର ସରଳିୟାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି…
