ହକି ବିଶ୍ୱକପ ପ୍ରସାର ପାଇଁ ଜିଲ୍ଲାସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ, ବାଜି ମାରି ନେଲା ତାଳଚେର
ଅନୁଗୁଳ : ହକି ପୁରୁଷ ବିଶ୍ୱକପର ପ୍ରଚାର ପ୍ରସାର ସହ ଅନ୍ୟ ଖେଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଛି। ବିଶ୍ୱକପର ପ୍ରସାର ପାଇଁ ବ୍ଲକ ସ୍ତରରେ ପ୍ରଥମେ ଭଲିବଲ…
