ଅଲେଖ ମହିମା ଆଶ୍ରମର ବାବା ବିଦ୍ୟାଧର ଦାସଙ୍କ ମହାପ୍ରୟାଣ: ଶୋକ ବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ଅଙ୍ଗାରବନ୍ଧର ଅଲେଖ ମହିମା ଆଶ୍ରମର ବାବା ବିଦ୍ୟାଧର ଦାସଙ୍କ ମହାପ୍ରୟାଣ ଖବର ଶୁଣି ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ବାବା ବିଦ୍ୟାଧର ଦାସ (ମଲ୍ଲିକ ବାବା)ଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଲଟ ଭକ୍ତଙ୍କ ଭାବାବେଗ ଓ ସମାଜ କଲ୍ୟାଣ ପାଇଁ ନିଜକୁ ସମର୍ପିତ କରିଥିଲେ। ମହିମା ଧର୍ମର ପ୍ରଚାର ପ୍ରସାର ଦିଗରେ ତାଙ୍କର ଅବଦାନ ଅବଦାନ ଅତୁଳନୀୟ। ଅମର ଆତ୍ମାର ସଦଗତି କାମନା କରୁଛି ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ।

Leave A Reply

Your email address will not be published.

error: Content is protected !!