ରେଳ ଧାରଣାରେ କଟି ଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

You are currently viewing ରେଳ ଧାରଣାରେ କଟି ଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

 

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଅନ୍ତର୍ଗତ ଘଣ୍ଟପଡ଼ା ଗ୍ରାମରେ ରେଳ ଧାରଣାରେ କଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ଟିକେଇ ଦେହୁରୀ (୫୩)। ନିକଟରେ ଯାଇଥିବା ରେଳଧାରଣାରେ ବେକ କଟି ତାଙ୍କ ମୃତ୍ୟୁ ଘଟିଛି। ତେବେ ରେଳ ଫାଟକ ପାର ହେଉଥିବା ବେଳେ ଟ୍ରେନ ଲାଇନରେ ବେକ କଟିଥିବା କୁହାଯାଉଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏହି ଘଟଣା ପ୍ରଚାରିତ ହେବା ପରେ ସେହି ଅଞ୍ଚଳରେ ଦୁଃଖର ଛାୟା ଖେଳିଯାଇଛି। ପୋଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିବା ସହ ଶବ ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ମେଡିକାଲକୁ ପଠାଇଥିବା ଜଣାପଡ଼ିଛି।

Share

Leave a Reply