ବିଭିନ୍ନ ଦାବିରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ପତ୍ର

You are currently viewing ବିଭିନ୍ନ ଦାବିରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ପତ୍ର

ଅନୁଗୁଳ : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର କାର୍ଯ୍ୟକର୍ତ୍ତା ତଥା ଅନୁଗୁଳ ଜିଲ୍ଲାର ୨୫ ରୁ ଊର୍ଦ୍ଧ୍ୱ କର୍ମଚାରୀ ଆଜି ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି।

ଏହି ଦାବି ପତ୍ରରେ ସେ ବିଭିନ୍ନ ଦାବି ଉପସ୍ଥାପନ କରିଥିଲେ। ବିଶ୍ବରଂଜନ ଦାସଙ୍କ ନିର୍ଦ୍ଦେଶରେ ଜିଲ୍ଲା ସଂଯୋଜକ ଦୁଷ୍ମନ୍ତ କୁମାର ସାହୁଙ୍କ ନେତୃତ୍ଵରେ ଜିଲ୍ଲାର ସମସ୍ତ ବେସରକାରୀ ଅଧ୍ୟାପକ କର୍ମଚାରୀ ଉପସ୍ଥିତ ରହି ଏହି ଦାବି ପତ୍ର ପ୍ରଦାନ କରିଥିଲେ।

Share

Leave a Reply