ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବାଣ୍ଟିଲେ ଉପବାଚସ୍ପତି ରଜନୀକାନ୍ତ ସିଂହ

You are currently viewing ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବାଣ୍ଟିଲେ ଉପବାଚସ୍ପତି ରଜନୀକାନ୍ତ ସିଂହ

ଅନୁଗୁଳ : ସ୍ଥାନୀୟ ଅନୁଗୁଳ ବ୍ଲକ ହୁଲୁରିସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛି।

ମୁଖ୍ୟ ଅତିଥିଭାବେ ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବିତରଣ କରିଥିଲେ। ସମ୍ମାନିତ ଅତିଥି ଭାବେ ଅନୁଗୁଳ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ ଉପସ୍ଥିତ ଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି ଉତ୍ସବରେ ସହଯୋଗ କରିଥିଲେ।

Share

Leave a Reply