ଜିଲ୍ଲା ବିଜେପି ସଂପାଦକ ସୁଦୀପ୍ତ ସ୍ୱାଇଁ ଦଳରୁ ନିଲମ୍ବିତ

You are currently viewing ଜିଲ୍ଲା ବିଜେପି ସଂପାଦକ ସୁଦୀପ୍ତ ସ୍ୱାଇଁ ଦଳରୁ ନିଲମ୍ବିତ

ଅନୁଗୁଳ: ବିଶୃଙ୍ଖଳା ଆଚରଣ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଅନୁଗୁଳ ଜିଲ୍ଲା ବିଜେପି ସଂପାଦକ ସୁଦୀପ୍ତ ସ୍ୱାଇଁଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଗ୍ରହଣ କରାଯାଇଅଛି। ବିଜେପି ରାଜ୍ୟ ଶୃଙ୍ଖଳା କମିଟି ରାଜ୍ୟ ଆବାହକ ସୁଦର୍ଶନ ନାୟକ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Share

Leave a Reply