ତାଳଚେର: ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ହିଙ୍ଗୁଳାଙ୍କ ପରିକଳ୍ପିତ ନୂତନ ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ କଣିହାଁ ଏନ୍ଟିପିସିର କର୍ମଚାରୀମାନେ ଅର୍ଥଦାନ କରିଛନ୍ତି। ତାଳଚେର ଉପଜିଲ୍ଲାପାଳ ତଥା ମା ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ମ୍ୟାନେଜିଂ ଟ୍ରଷ୍ଟି ବିଶ୍ଵରଞ୍ଜନ ରଥ, ସ୍ଥାନୀୟ ବିଧାୟକ ବ୍ରଜକିଶୋର ପ୍ରଧାନ, ଟ୍ରଷ୍ଟ ବୋର୍ଡ ସଦସ୍ୟ ସଞ୍ଜୟ କୁମାର ସାହୁ ଓ ହିଙ୍ଗୁଳା କୋଇଲା କ୍ଷେତ୍ରର ମହାପ୍ରବନ୍ଧକ ଏ.କେ.ସ୍ପଷ୍ଟିକର ପ୍ରମୁଖଙ୍କ ଉପସ୍ଥିତିରେ ସୌମ୍ୟରଞ୍ଜନ ସାହୁଙ୍କ ସମେତ ୧୬ଜଣ ଏନ୍ଟିପିସି କର୍ମଚାରୀ ଆଜି ମନ୍ଦିର ନିର୍ମାଣ ପାଇଁ ଏକ ଲକ୍ଷ ଅଠସ୍ତରୀ ହଜାର ଟଙ୍କା ମନ୍ଦିର ପାଣ୍ଠିକୁ ଦାନ କରିଛନ୍ତି।
ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ହିଙ୍ଗୁଳାଙ୍କ ମନ୍ଦିର ନିର୍ମାଣ ପାଇଁ ଅର୍ଥ ଦାନ କଲେ ଶ୍ରଦ୍ଧାଳୁ
- Post published:March 29, 2023
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau
You Might Also Like
ରାଷ୍ଟ୍ରପତିଙ୍କୁ ଭେଟି ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ନାୟକ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ଜୀବନୀ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା ଅଭିଯାନ: ଜନସାଧାରଣଙ୍କୁ ନିଆରା ଢ଼ଙ୍ଗରେ ସଚେତନତା





