ଅନୁଗୁଳରେ ଗଡ଼ିଲା ସାଇବର ସୁରକ୍ଷା ରଥ: ପ୍ରତି ପଞ୍ଚାୟତକୁ ଯାଇ ଲୋକଙ୍କୁ କରିବ ସଚେତନ

You are currently viewing ଅନୁଗୁଳରେ ଗଡ଼ିଲା ସାଇବର ସୁରକ୍ଷା ରଥ: ପ୍ରତି ପଞ୍ଚାୟତକୁ ଯାଇ ଲୋକଙ୍କୁ କରିବ ସଚେତନ

ଅନୁଗୁଳ: ଅନୁଗୁଳ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଆଜି ସାଇବର ସୁରକ୍ଷା ଅଭିଯାନ ରଥ ଗଡ଼ିଛି। ଏହି ରଥ ଜିଲ୍ଲାର ପ୍ରତ୍ୟେକ ପଞ୍ଚାୟତକୁ ଯାଇ ଲୋକଙ୍କୁ ସଚେତନ କରାଇବ। କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅନୁଗୁଳ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ ଦିନକୁ ଦିନ ସାଇବର କ୍ରାଇମ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାଇବର କ୍ରାଇମକୁ ହଟାଇବା ପାଇଁ ସାଇବର ସୁରକ୍ଷା ଅଭିଯାନ ରଥ ଶୁଭାରମ୍ଭ କରିଥିଲେ।

Share

Leave a Reply