ଅନୁଗୁଳ: ଅନୁଗୁଳ ସମେତ ଓଡିଶାର ୧୦ଟି ଜିଲ୍ଲାରେ ଘନ କୁହୁଡ଼ି ହେବା ନେଇ ରବିବାର ଦିନ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଇଏମଡିର ସୂଚନା ଅନୁଯାୟୀ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ ଏବଂ ନୟାଗଡ଼, ଜଗତସିଂହପୁର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ କଟକ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ଜାରି ରହିବ। ଏସବୁ ଜିଲ୍ଲାଗୁଡ଼ିକୁ ଆସନ୍ତା ୪,୫ ଓ ୬ ତାରିଖ ଦିନ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।
ଓଡିଶାର ୧୦ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା
- Post published:January 4, 2021
- Post category:ଅନ୍ୟାନ୍ୟ
- Post comments:0 Comments
- Post author:Swagatika Samantray

Tags: Angul