ତାଳଚେର ଓ ବଲଣ୍ଡା ଅଞ୍ଚଳର ପତିତ ଜମିକୁ ଚାଷ ଉପଯୋଗୀ କରିବା ଉପରେ କେନ୍ଦ୍ରମନ୍ତ୍ରୀଙ୍କ ଗୁରୁତ୍ୱ

0

ଭୁବନେଶ୍ୱର/ତାଳଚେର: ପତିତ ଜମିର ପୁନରୁଦ୍ଧାର କରି ତାହାକୁ ଚାଷ ଉପଯୋଗୀ କରିବା ସହ ଆଧୁନିକ ପ୍ରଣାଳୀରେ ଚାଷ କାର୍ଯ୍ୟ କରିବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୃଷି ମନ୍ତ୍ରଣାଳୟ ଓ ଅନ୍ତରାଷ୍ଟ୍ରୀୟ ଫସଲ ଅନୁସନ୍ଧାନ ସଂସ୍ଥାନ (ଆଇସିଆରଆଇଏସଏଟି)ର ବରିଷ୍ଠ ଅଧିକାରୀଙ୍କ ସହ ଅଜି ସମୀକ୍ଷା କରିଛନ୍ତି। ପରୀକ୍ଷାମୂଳକ ଭାବେ ତାଳଚେର ଓ ବଲଣ୍ଡା ଅଞ୍ଚଳରେ ପତିତ ଜମି ପୁନରୁଦ୍ଧାର ପ୍ରକଳ୍ପ ହାତକୁ ନେବା ପାଇଁ ସ୍ଥିର କରାଯାଇଛି। ଶ୍ରୀ ପ୍ରଧାନ ଟ୍ୱିଟ୍ କରି ଏ ନେଇ ସୂଚନା ଦେଇଛନ୍ତି।

Leave A Reply

Your email address will not be published.

error: Content is protected !!