କ୍ଷତିଗ୍ରସ୍ତ ମିଳିତ ମଞ୍ଚ ପକ୍ଷରୁ ଗଣଧାରଣା

You are currently viewing କ୍ଷତିଗ୍ରସ୍ତ ମିଳିତ ମଞ୍ଚ ପକ୍ଷରୁ ଗଣଧାରଣା

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ଆର୍ଥିକ ସଂସ୍ଥାମାନଙ୍କ ଦ୍ଵାରା କ୍ଷତିଗ୍ରସ୍ତ ମିଳିତ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଗଣଧାରଣା ଦିଆଯାଇଥିଲା। ଚିଟ୍ ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ସରକାର ଟଙ୍କା ଫେରସ୍ତ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନ ଦେଇ ସରକାର ଜମାକାରୀଙ୍କ ଟଙ୍କା ଖାଇ ଯାଇଥିବା ଅଭିଯୋଗ କରିଛନ୍ତି। ତହସିଲ୍ ଜରିଆରେ ଯାଞ୍ଚ ସରିଥିବା ଜମାକାରିଙ୍କୁ ଟଙ୍କା ଫେରସ୍ତ ବାକି ସମସ୍ତ ଜମାକାରୀଙ୍କୁ ତହସିଲ୍ ଜରିଆରେ ଚିହ୍ନଟ ଓ ଯାଞ୍ଚ ସହ ଟଙ୍କା ଫେରସ୍ତକରିବାକୁ ଦାବି କରାଯାଇଛି।

Share

Leave a Reply