ହନୁମାନଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠାରେ ଆୟୋଜିତ ହେଲା ରକ୍ତଦାନ ଶିବିର

You are currently viewing ହନୁମାନଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠାରେ ଆୟୋଜିତ ହେଲା ରକ୍ତଦାନ ଶିବିର

ଅନୁଗୁଳ: କିଶୋରନଗର ବ୍ଲକ ବଇସିଣା ଗ୍ରାମର ହନୁମାନଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠାରେ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସାଧାରଣ ସମ୍ପାଦକ ସିମାଞ୍ଚଳ ଖଟେଇ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ, ପୂର୍ବତନ ଜିଲ୍ଲା ସଭାପତି ଦିଲେଶ୍ୱର ପ୍ରଧାନ, ମଣ୍ଡଳ ସଭାପତି ହେମନ୍ତ ବିଶ୍ୱାଳ, ପୂର୍ବତନ ମଣ୍ଡଳ ସଭାପତି ବାନାମ୍ବର ପ୍ରଧାନ ସମ୍ୱଲପୁର ସାଂସଦଙ୍କ ପ୍ରତିନିଧି ସରୋଜ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ବଇଣ୍ଡା ମଣ୍ଡଳ ପକ୍ଷରୁ ବହୁ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ। ଶିବିରରୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ରକ୍ତ ସଂଗ୍ରହ କରିଥିବା ବେଳେ ଏଥିରୁ ୩୬ ୟୁନିଟ୍ ରକ୍ତ ସଂଗୃହୀତ ହେଇଥିଲା।

Share

Leave a Reply