ମାୟାଧର ବେହେରା ଅନୁଗୋଳ ଏଡିଏମ୍

You are currently viewing ମାୟାଧର ବେହେରା ଅନୁଗୋଳ ଏଡିଏମ୍

ଅନୁଗୋଳ: ବଦଳିଲେ ଅନୁଗୋଳ   ଅତିରିକ୍ତ  ଜିଲ୍ଲାପାଳ ଓ ଉପଜିଲ୍ଲାପାଳ। ସୋମ‌ବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ବଦଳି ହୋଇଛି। ତାଙ୍କ ସ୍ଥାନରେ ଅନୁଗୋଳର ଉପଜିଲ୍ଲାପାଳ ମାୟାଧର ବେହେରାଙ୍କୁ ଅବସ୍ଥାପିତ କରାଯାଇଛି।

ସେହିପରି ତାଳଚେରର ପୂର୍ବତନ ଉପଜିଲ୍ଲାପାଳ ଆଶିଷ ରଞ୍ଜନ ସାହୁଙ୍କ ଅନୁଗୋଳ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି। ଶ୍ରୀ ସାହୁ ଏବେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ କାର୍ଯ୍ୟ କରୁଛନ୍ତି।

Share

Leave a Reply