ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ: ସ୍କୁଲରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

You are currently viewing ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ: ସ୍କୁଲରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକର ଶ୍ରୀଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଗୁଣ୍ଡୁରୀଠାରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ -୨୦୨୫ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

କାର୍ଯ୍ୟକ୍ରମରେ ବିଦ୍ୟୁତ ବିଭାଗ ଅଧିକାରୀମାନେ ଦୈନନ୍ଦିନ ଜୀବନରେ ହେଉଥିବା ବିଦ୍ୟୁତ ଆଘାତଜନିତ ସମସ୍ତ ସତର୍କତା ଅବଲମ୍ବନ ଉପରେ ସଚେତନ କରାଇଥିଲେ। ଏଥିରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ତଥା ବିଦ୍ୟୁତ ନିରୀକ୍ଷକ ସୁଧାକର ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ସ୍ମିତା ମହାନ୍ତି, ନିର୍ବାହୀ ଯନ୍ତ୍ରୀ ମୋନାଲିସା ପାଳ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାଗ୍ମୀ ମିଶ୍ର, ସି ଆର ସି ସି ନୀଳମଣି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply